2 Corinthians 12:21 — Compare Translations

7 translations compared side by side

Odia - 1840
"ମୁଁ ଭୟ କରୁଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ସେତବେେଳେ ତୁମ୍ଭମାନଙ୍କ ଆଗ ରେ ମାରେ ପରମେଶ୍ବର ମାେତେ ଲଜ୍ଜା ନ ଦିଅନ୍ତୁ। ଯେ ହତେୁ ତୁମ୍ଭମାନଙ୍କ ଭିତରୁ ଅନକେେ ପାପ କରିଥିବାରୁ, ମୁଁ ଦୁଃଖିତ ହବେି। କାରଣ ସହେି ଲୋକମାନେ ସମାନଙ୍କେର ପାପର ଜୀବନ ନିମନ୍ତେ ଦୁଃଖିତ ହାଇେ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସମାନଙ୍କେର ୟୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ୟ୍ଯ କରୁ ଥିବାରୁ, ମାେତେ ଶାେକ କରିବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ଵର ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥର ତୁମ୍ଭମାନଙ୍କ ନିକଟକୁ ଗଲାବେଳକୁ ହୁଏତ ଈଶ୍ୱର ତୁମ୍ଭମାନଙ୍କ ସାକ୍ଷାତରେ ମୋତେ ଅପଦସ୍ଥ କରିବେ, ଯେଉଁମାନେ ଆଗରୁ ପାପ କରିଛନ୍ତି, କିନ୍ତୁ ସେମାନଙ୍କର ଅଶୁଚି କାର୍ଯ୍ୟକଳାପ, ଲମ୍ପଟତା ଓ ଭ୍ରଷ୍ଟାଚାର ନିମନ୍ତେ ଅନୁତପ୍ତ ନୁହନ୍ତି, ଏପରି ଅନେକଙ୍କ ପାଇଁ ମୋତେ ଶୋକ କରିବାକୁ କଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।
Odia IRV 2017 (ଓଡିଆ ବାଇବେଲ)
କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚ್ಯಾ ಮದ್ದಿ ಯೆಲ್ಲ್ಯಾ ತನ್ನಾ ಮಾಜೊ ದೆವ್ ಮಾಕಾ ಅವ್ಮಾನಾತ್ ಘಾಲಿಲ್ ಕಾಯ್ ಅನಿ ಎಕ್ ಕಾಲಾತ್ ಪಾಪ್ ಕರುನ್ ಹೊತ್ತ್ಯಾ, ಅನಿ ತುಮ್ಚ್ಯೆ ಮದ್ದಿ ಸುಮಾರ್ ಜಾನಾನಿ ಅನಿಬಿ ಬುರ್ಶ್ಯಾ ರಿತಿನ್ ಚಲ್ತಲೆ.ವೆಭಿಚಾರ್ ಅನಿ ಪೊಜ್ಡೆಪಾನ್ ಸೊಡುನ್ ಜಿವನ್ ಬದ್ಲುಕ್ ಪಾವುಕ್ನಾತ್ ಮನುನ್ ರಡ್ತಲೆ ಪಡ್ತಾಕಿ ಕಾಯ್ ಮನುನ್ ಭಿಂಯೆ ದಿಸ್ತಾ.