2 Corinthians 12:3 — Compare Translations

7 translations compared side by side

Odia - 1840
"ମୁଁ ଜାଣେ ତାହାଙ୍କୁ ପାରଦୀଶକୁ ନିଆଗଲା। (ସ୍ବଦହେ ରେ କି ଦହରହେିତ ହାଇେ, ତାହା ମୁଁ ଜାଣେ ନାହିଁ, ପରମେଶ୍ବର ଜାଣନ୍ତି)।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ମୁଁ ଏହିପରି ଜଣେ ଲୋକକୁ ଜାଣେ, ସେ ପାରଦୀଶକୁ ନୀତ ହେଲା (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ଵର ଜାଣନ୍ତି) ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଜାଣେ, ତାଙ୍କୁ ସ୍ୱର୍ଗୋଦ୍ୟାନକୁ ନିଆଯାଇଈଥିଲା (ଏହା ପ୍ରକୃତରେ ଘଟିଥିଲା କିମ୍ବା ସେ ସ୍ୱପ୍ନ ଦେଖିଥିଲେ, ମୁଁ ଜାଣେନା, କେବଳ ଈଶ୍ୱର ଜାଣନ୍ତି)।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ତାହାଙ୍କୁ ପାରଦୀଶକୁ ନିଆଗଲା। (ସ୍ୱଦେହରେ କି ଦେହରହିତ ହୋଇ, ତାହା ମୁଁ ଜାଣେ ନାହିଁ, ପରମେଶ୍ୱର ଜାଣନ୍ତି)।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ମୁଁ ଏହିପରି ଜଣେ ଲୋକକୁ ଜାଣେ, ସେ ପାରଦୀଶକୁ ନୀତ ହେଲା (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)।
Odia IRV 2017 (ଓଡିଆ ବାଇବେଲ)
ହଁ, ମୁଁ ଏହିପରି ଜଣେ ଲୋକକୁ ଜାଣେ, ସେ ପାରଦୀଶକୁ ନୀତ ହେଲା (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ୱର ଜାଣନ୍ତି) ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಅನಿ ಎಗ್ದಾ ಸಾಂಗ್ತಾ,ಎಕ್ ಮಾನ್ಸಾಕ್ ಮಿಯಾ ವಳಕ್ತಾ ಚೆವ್ದಾ ವರ್ಸಾಂಚ್ಯಾ ಅದ್ದಿ ತೆಕಾ ತಿನ್ವ್ಯಾ ಸರ್‍ಗಾರ್ ವೊಡುನ್ ಘೆವ್ನ್ ಹೊಲ್ಲೆ. ಹೆ ಆಂಗಾ ಸಮೆತ್ ಹೊಲೆ ಕಾಯ್ ಆಂಗ್ ನಸ್ತಾನಾಚ್ ಹೊಲೆ ತೆ ಮಾಕಾ ಗೊತ್ತ್ ನಾ; ತೆ ದೆವಾಕುಚ್ ಗೊತ್ತ್.