2 Corinthians 12:5 — Compare Translations

7 translations compared side by side

Odia - 1840
"ଯାହା କୌଣସି ବ୍ଯକ୍ତିକୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୁଁ ଏହିଭଳି ଲୋକ ପାଇଁ ଗର୍ବ କରିବାକୁ ଇଚ୍ଛା କରୁଛି, କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ, ମାତ୍ର ମାହେର ଦୁର୍ବଳତା ରେ ରଦର୍ପ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ବ୍ୟକ୍ତିଙ୍କ ପାଇଁ ମୁଁ ଦର୍ପ କରିବି। କିନ୍ତୁ ନିଜର ଦୁର୍ବଳତା ବ୍ୟତୀତ ଅନ୍ୟ କୌଣସି ବିଷୟରେ ମୁଁ ଦର୍ପ କରିବି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା କୌଣସି ବ୍ୟକ୍ତିକୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୁଁ ଏହିଭଳି ଲୋକ ପାଇଁ ଗର୍ବ କରିବାକୁ ଇଚ୍ଛା କରୁଛି, କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ, ମାତ୍ର ମୋହର ଦୁର୍ବଳତାରେ ଦର୍ପ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋ' ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾಚ್ ಮಾನ್ಸಾಚಿ ಬಡಾಯ್ ಬೊಲುಕ್ ಮಿಯಾ ಬಗುಲಾ. ಖರೆ ಮಾಜ್ಯಾಚ್ ವಿಶಯಾತ್ ಜಾಲ್ಯಾರ್ ಮಾಜ್ಯಾ ಬಳನಸಲ್ಲ್ಯಾ ಪರಿಸ್ಥಿತಿಚ್ಯಾ ವಿಶಯಾತ್ ಸೊಡುನ್, ದುಸ್ರ್ಯಾ ಕಸ್ಲ್ಯಾಬಿ ವಿಶಯಾಚಿ ಬಡಾಯ್ ಮಿಯಾ ಬೊಲುಕ್ ಜಾಯ್ನಾ.