2 Corinthians 13:1 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେ ରଖ: ପ୍ରେତ୍ୟକକ ଅଭିଯୋଗ ପାଇଁ ଚାଲିବା ତିନି ଜଣ ସାକ୍ଷୀ ଦବୋ ଦରମାର ଯେ ସମାନେେ ତାହାର ସତ୍ଯତା ବିଷୟ ରେ ଜାଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି । “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥରକୁ ମିଶାଇ ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଛି। ଧର୍ମଶାସ୍ତ୍ର ଅନୁସାରେ, ଦୁଇ ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣ ଦ୍ୱାରା ପ୍ରତ୍ୟେକଟି ଅଭିଯୋଗ ନିଷ୍ଠିତ୍ତି ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷ ସତର୍କବାଣୀ ଓ ଶୁଭେଚ୍ଛା ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେରଖ: “ପ୍ରତ୍ୟେକ ଅଭିଯୋଗ ପାଇଁ ଦୁଇ ବା ତିନି ଜଣ ସାକ୍ଷୀ ଦେବା ଦରକାର ଯେ ସେମାନେ ତାହାର ସତ୍ୟତା ବିଷୟରେ ଜାଣିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”
Odia IRV 2017 (ଓଡିଆ ବାଇବେଲ)
ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି । "ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತಿನ್ಸೆ ಪಟಿ ಮಿಯಾ ತುಮ್ಚ್ಯಾಕ್ಡೆ ಯೆತಲೊ ಹಾಂವ್ " ದೊಗ್ಯಾಂಚಿ ನಾಹೊಲ್ಯಾರ್ ತಿಗಾಂಚೆ ಸಾಕ್ಷಿ ವೈನಾ ಅಪ್ಪಾದ್ ತಿರ್ಮಾನ್ ಹೊವ್ಕ್ ಪಾಜೆ.