2 Corinthians 13:10 — Compare Translations
7 translations compared side by side
Odia - 1840
"ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତବେେଳେ ମୁଁ ଆ ସେ, ସେତବେେଳେ ଦଣ୍ଡ ଦବୋ ପାଇଁ ମାେତେ ମାେ ଶକ୍ତିର ବ୍ଯବହାର କରିବାକୁ ନ ପଡ଼ୁ। ପରମେଶ୍ବର ମାେତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହିସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ଦୂରରେ ରହି ମୁଁ ତୁମ୍ଭମାନଙ୍କ ନିକଟକୁ ଏ ଚିଠି ଲେଖୁଛି, ଫଳରେ ତୁମ୍ଭମାନଙ୍କ ନିକଟରେ ଉସ୍ଥିତ ହେବା ସମୟରେ ଯେପରି କଠୋର ଭାବରେ ମୋତେ କ୍ଷମତା ପ୍ରୟୋଗ କରିବାକୁ ପଡ଼ିବ ନାହିଁ। କାରଣ ତୁମ୍ଭମାନଙ୍କୁ ଭାଙ୍ଗିବାକୁ ନୁହେଁ, ମାତ୍ର ଗଢ଼ିବାକୁ ପ୍ରଭୁ ମୋତେ କ୍ଷମତା ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତେବେଳେ ମୁଁ ଆସେ, ସେତେବେଳେ ଦଣ୍ଡ ଦେବା ପାଇଁ ମୋତେ ମୋ’ ଶକ୍ତିର ବ୍ୟବହାର କରିବାକୁ ନ ପଡ଼ୁ। ପରମେଶ୍ୱର ମୋତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହିସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଏଥି ନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହି ସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಧುರ್ ಹೊತ್ತ್ಯಾ ತನ್ನಾಚ್ ಹೆ ಸಗ್ಳೆ ಲಿವ್ಕ್ ಮಿಯಾ ಅಶಾ ಕರ್ತಾ. ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ತುಮ್ಚ್ಯಾಕ್ಡೆ ಯೆಲ್ಲ್ಯಾ ತನ್ನಾ ಮಾಜೊ ಅಧಿಕಾರ್ ವಾಪ್ರುನ್ ತುಮ್ಕಾ ಕಟಿನ್ ರಿತಿನ್ ಚಾಲ್ವುತಲೊ ಅವ್ಕಾಸ್ ಮಾಕಾ ಗಾವ್ತಲೊ ನಕ್ಕೊ ಮನ್ತಲಿಚ್ ಮಾಜಿ ಆಶಾ. ಹ್ಯೊ ಅಧಿಕಾರ್ ಧನಿಯಾನುಚ್ ಮಾಕಾ ದಿಲ್ಲೊ ಹಾಯ್ ಕೊಸ್ಳುನ್ ಘಾಲುಕ್ ನ್ಹಯ್, ಭಾಂದುನ್ಗೆತ್ ಹಾನುಕ್ ಮನುನ್ ತೊ ಮಾಕಾ ದಿಲ್ಲೊ ಹಾಯ್.