2 Corinthians 13:11 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହବୋକୁ ଚେଷ୍ଟା କର। ମୁଁ ଯେପରି କହିଛି ସହେିପରି କାମ କରୁଥାଅ। ସମସ୍ତେ ଏକ ମନ ରେ ଓ ଶାନ୍ତି ରେ ରୁହ। କବେେ ଶାନ୍ତି ଓ ପ୍ ରମରେ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ଚେତନା ଗ୍ରହଣ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ଵର ତୁମ୍ଭମାନଙ୍କ ସହିତ ରହିବେ, ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ମୋର ଶେଷ କଥା ଏହି- ନିଜ ନିଜକୁ ସଂଶୋଧନ କର, ମୋର ପରାମର୍ଶ ଗ୍ରହଣ କର, ସମସ୍ତେ ଏକମତ ହୁଅ ଓ ଶାନ୍ତିରେ ବାସ କର। ପ୍ରେମ ଓ ଶାନ୍ତିରେ ଈଶ୍ୱର ତୁମ୍ଭମାନଙ୍କ ସହିତ ରହନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହେବାକୁ ଚେଷ୍ଟା କର। ମୁଁ ଯେପରି କହିଛି ସେହିପରି କାମ କରୁଥାଅ। ସମସ୍ତେ ଏକ ମନରେ ଓ ଶାନ୍ତିରେ ରୁହ। କେବେ ଶାନ୍ତି ଓ ପ୍ରେମର ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
Odia IRV 2017 (ଓଡିଆ ବାଇବେଲ)
ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ୱର ତୁମ୍ଭମାନଙ୍କ ସହିତ ରହିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್ ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು ಮಿಯಾ ತುಮ್ಕಾ ವಿದಾಯ್ ಮನ್ತಾ, ಸಂಪುರ್ನತಾ ಜೊಡುಕ್ ರಾಬಾ. ಮಾಜ್ಯಾ ಗೊಸ್ಟಿಯಾ ಆಯ್ಕಾ, ಎಕ್ ಮನಾಚೆ ಹೊವಾ, ಸಮಾದಾನ್ ಹುಡ್ಕಾ, ತನ್ನಾ ಪ್ರೆಮಾಚೊ ಅನಿ ಶಾಂತಿಚೊ ದೆವ್ ತುಮ್ಚ್ಯಾ ವಾಂಗ್ಡಾ ರ್ಹಾತಾ.