2 Corinthians 13:12 — Compare Translations
7 translations compared side by side
Odia - 1840
"ପବିତ୍ର ଚୁମ୍ବନ ଦ୍ବାରା ପରସ୍ପରକୁ ସ୍ବାଗତ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର । ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ର ଚୁମ୍ବନରେ ପରସ୍ପରକୁ ଅଭିନନ୍ଦନ ଜଣାଅ। ପୁଣ୍ୟାତ୍ମାମାନେ ତୁମ୍ଭମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ସ୍ୱାଗତ ଜଣାଅ। ପରମେଶ୍ୱରଙ୍କ ସମସ୍ତ ଲୋକ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।
Odia IRV 2017 (ଓଡିଆ ବାଇବେଲ)
ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮಾನ್ ಯಾಂಗ್ ಮಾರುನ್ ತುಮಿ ಪವಿತ್ರ್ ಉಪ್ಪಾ ದಿವಾ ಅನಿ ಎಕಾಮೆಕಾಕ್ನಿ ನಮಸ್ಕಾರ್ ಕರಾ.