2 Corinthians 13:2 — Compare Translations

7 translations compared side by side

Odia - 1840
"ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଦ୍ବିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦଇେଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂର ରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ଵିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅତୀତରେ ପାପ କରିଥିବା ଲୋକମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ମୁଁ ଦ୍ୱତୀୟ ଥର ସେଠାକୁ ଯାଇ କହିଥିଲି ଏବଂ ଏବେ ଦୂରରେ ଥାଇ ମଧ୍ୟ କହୁଛି ଯେ, ମୁଁ ଏଥର ଗଲେ, କେହି ଦଣ୍ଡରୁ ଛାଡ଼ ପାଇବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଦ୍ୱିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦେଇଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂରରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିିଥିଲିି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಭೆಟುಕ್ ಮಿಯಾ ದೊನ್ವೆ ಪಟಿ ಯೆಲ್ಲ್ಯಾ ತನ್ನಾ ಮಿಯಾ ತುಮ್ಕಾ ಉಶಾರ್ಕಿ ಸಾಂಗಲ್ಲೊ, ಅಪ್ನಾಚ್ಯಾ ಅದ್ಲ್ಯಾ ಖೊಟ್ಯಾಪಾನಾಕ್ ಲಾಗುನ್ ಹೊತ್ತ್ಯಾಕ್ನಿ ತನ್ನಾ ಮಿಯಾ ತಿ ದಿಲ್ಲೊ. ಖರೆ ಅತ್ತಾ ಮಿಯಾ ತುಮ್ಚ್ಯಾಕ್ನಾ ಧುರ್ ರ್‍ಹಾತಾನಾಬಿ ತಿಚ್ ಉಶಾರ್ಕಿ ಸಾಂಗ್ತಾ: ಮಿಯಾ ಪರ್ತುನ್ ಯೆಯ್ಲ್ ತುಮ್ಕಾ ಶಿಕ್ಷೆತ್ನಾ ಚುಕ್ವುನ್ ಘೆವ್ಕ್ ಹೊಯ್ನಾ.