2 Corinthians 13:3 — Compare Translations
7 translations compared side by side
Odia - 1840
"ମାେ ଦ୍ବାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭମାନେେ ପ୍ରମାଣ ଚାହୁଁଛ। ମାରେ ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବା ରେ ଦୁର୍ବଳ ନୁହଁନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧିଅରେ ଶକ୍ତିଶାଳୀ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯେଉଁ ଖ୍ରୀଷ୍ଟ ମୋʼଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ;
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ଯେ ମୋ’ ଦେଇ କଥା କହୁଛନ୍ତି, ଏ ବିଷୟରେ ତୁମ୍ଭେମାନେ ଚାହିଁଥିବା ସମସ୍ତ ପ୍ରମାଣ ପାଇବ। ତୁମ୍ଭମାନଙ୍କ ପ୍ରତି ସେ କଦାପି ଦୁର୍ବଳ ନୁହଁନ୍ତି। ବରଂ ତୁମ୍ଭମାନଙ୍କ ନିକଟରେ ସେ ତାଙ୍କ ଶକ୍ତିର ପରିଚୟ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଦ୍ୱାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭେମାନେ ପ୍ରମାଣ ଗ୍ଭହୁଁଛ। ମୋର ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବାରେ ଦୁର୍ବଳ ନୁହନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିଶାଳୀ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯେଉଁ ଖ୍ରୀଷ୍ଟ ମୋʼ ଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ;
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯେଉଁ ଖ୍ରୀଷ୍ଟ ମୋ'ଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಾಜ್ಯಾ ವೈನಾ ಕ್ರಿಸ್ತ್ ಬೊಲ್ತಾ ಮನ್ತಲಿ ಖಾತ್ರಿ ತುಮ್ಕಾ ಗಾವ್ತಾ. ತುಮ್ಚ್ಯಾ ವಾಂಗ್ಡಾ ತೊ ಬಳನಸಲ್ಲ್ಯಾ ಸರ್ಕೊ ನ್ಹಯ್, ಖರೆ ಅಮ್ಚ್ಯಾ ಮದ್ದಿ ತೊ ತಾಕ್ತಿಚೊ ಮನುನ್ ದಾಕ್ವುತಾ.