2 Corinthians 13:5 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ବିଶ୍ବାସ ରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭମାନେେ ଜାର ଯେ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭମାନେେ ପରୀକ୍ଷା ରେ ବିଫଳ ହୁଅ, ତାହା ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ରହୁ ନାହାଁନ୍ତି ତାହା ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବିଶ୍ଵାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ଵା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ବିଶ୍ୱାସରେ ଦୃଢ଼ ଅଛ କି ନାହିଁ ଆତ୍ମପରୀକ୍ଷା କରି ଦେଖ। ତୁମ ଅନ୍ତରରେ ଖ୍ରୀଷ୍ଟ ବାସ କରୁଛନ୍ତି, ଏ କଥା କ’ଣ ଜାଣ ନାହିଁ-ନା, ଏଥିରେ ତୁମ୍ଭେମାନେ ଏକାବେଳକେ ବିଫଳ ହୋଇଛ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବିଶ୍ୱାସରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭେମାନେ ଜାଣ ଯେ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭେମାନେ ପରୀକ୍ଷାରେ ବିଫଳ ହୁଅ, ତାହାହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ରହୁ ନାହାନ୍ତି ତାହା ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ವಿಶ್ವಾಸಾನ್ ಜಿವನ್ ಕರುಕ್ ಲಾಗ್ಲ್ಯಾಶಿ ಕಾಯ್ ನಾ, ಹೆಚ್ಯಾ ವಿಶಯಾತ್ ತುಮ್ಚಿಚ್ ತಪಾಸ್ನಿ ಕರುನ್ ಬಗಾ. ಕ್ರಿಸ್ತ್ ತುಮ್ಚ್ಯಾ ಮದ್ದಿ ಹಾಯ್ ಮನುನ್ ತುಮ್ಕಾ ಗೊತ್ತ್ ನಾ ಕಾಯ್? ತುಮ್ಚ್ಯಾ ಖಟ್ಪಟಾತ್ನಿ ತುಮ್ಕಾ ಕಾಯ್ಬಿ ಫಳ್ ಗಾವುಕ್ನಾ ಹೊಲ್ಯಾರ್ ಅಶೆ ಘಡಿಲ್!