2 Corinthians 13:7 — Compare Translations
7 translations compared side by side
Odia - 1840
"ଆମ୍ଭେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ କିଛି ଭୁଲ କାମ କରିବ ନାହିଁ। ଆମ୍ଭେ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହାଇେଛୁ, ଏ କଥା ଲୋକମାନେ ଦେଖିବା ରେ କିଛି ଲାଭ ନାହିଁ। ପରୀକ୍ଷା ରେ ଆମ୍ଭମାନେେ ବିଫଳ ହାଇେଛୁ ବୋଲି ଯଦି ଲୋକଙ୍କୁ ଦଖାଯାେଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷ ରେ ଅଧିକ ଗୁରୁତ୍ବପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥିନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟକର, ଏଥିପାଇଁ ପ୍ରାର୍ଥନା କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ କୌଣସି ଅନ୍ୟାୟ କାର୍ଯ୍ୟରେ ଲିପ୍ତ ରୁହ ନାହିଁ, ଏଥିପାଇଁ ଆମେ ଈଶ୍ୱରଙ୍କ ନିକଟରେ ପ୍ରାର୍ଖନା କରୁଛୁ। ଆମେ ଯେ ଏଥିରେ ସାଫଲ୍ୟ ଲାଭ କରିଛୁ, ଏହା ଆମେ ଦେଖାଇବାକୁ ଯାଉ ନାହୁଁ, କିନ୍ତୁ ଆମେ ବ୍ୟର୍ଥ ହୋଇଥିଲେ ସୁଦ୍ଧା ତୁମ୍ଭମାନେ ଯେପରି ସତ୍କାର୍ଯ୍ୟ କରିବ, ଏଥିପାଇଁ ପ୍ରାର୍ଥନା କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ କିଛି ଭୁଲ୍ କାମ କରିବ ନାହିଁ। ଆମ୍ଭେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛୁ, ଏ କଥା ଲୋକମାନେ ଦେଖିବାରେ କିଛି ଲାଭ ନାହିଁ। ପରୀକ୍ଷାରେ ଆମ୍ଭେମାନେ ବିଫଳ ହୋଇଛୁ ବୋଲି ଯଦି ଲୋକଙ୍କୁ ଦେଖାଯାଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷରେ ଅଧିକ ଗୁରୁତ୍ୱପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥିନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କର, ଏଥିପାଇଁ ପ୍ରାର୍ଥନା କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥି ନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କର, ଏଥିପାଇଁ ପ୍ରାର୍ଥନା କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಕಾಯ್ಬಿ ವಾಯ್ಟ್ ಕರಿನಸ್ಲ್ಯಾರ್ ಫಿರೆ ಮನುನ್ ಮಿಯಾ ದೆವಾಕ್ಡೆ ಮಾಗ್ತಾ. ಹೆಚ್ಯಾ ವೈನಾ ಅಮಿ ದಾಕ್ವುನ್ ದಿಲ್ಲಿ ವಾಟ್ ಯೆವ್ಡಿಚ್ ಸಮಾ ಮನುನ್ ದಾಕ್ವುಚೆ ಮನ್ತಲೊ ಮಾಜೊ ಉದ್ದೆಸ್ ನ್ಹಯ್, ಅಮಿ ಅದಿಕಾರಾಕ್ ಯೊಗ್ಯ್ ಮನ್ತಲೊ ತಿರ್ಮಾನ್ ಹೊಲ್ಯಾರ್ ಬಿ ಮೊಟೆ ನ್ಹಯ್, ಖರೆ ಕನ್ನಾಬಿ ಬರೆ ಕರುಚೆ ಮನ್ತಲಿಚ್ ಅಮ್ಚಿ ಗುರಿ.