2 Corinthians 13:9 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭମାନେେ ବଳବାନ ଆମ୍ଭେ ଦୁର୍ବଳ ହବୋ ରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ ଅଧିକରୁ ଅଧିକ ଶକ୍ତିଶାଳୀ ହାଇେ ଯାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଦୁର୍ବଳ ଥିଲାବେଳେ ତୁମ୍ଭେମାନେ ସବଳ ଥିବାରୁ।ମେ ଆନନ୍ଦିତ। ତେଣୁ ତୁମ୍ଭମାନଙ୍କ ଉନ୍ନତି ନିମନ୍ତେ ଆମେ ପ୍ରାର୍ଥନା କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ବଳବାନ ଆମ୍ଭେ ଦୁର୍ବଳ ହେବାରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ ଅଧିକରୁ ଅଧିକ ଶକ୍ତିଶାଳୀ ହୋଇ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಬಳನಸಲ್ಲೆ ಅನಿ ತುಮಿ ತಾಕ್ತಿಚೆ ರ್ಹಾಲ್ಯಾರ್ಬಿ ಅಮ್ಕಾ ಕುಶಿಚ್! ತುಮಿ ಸಂಪುರ್ನ್ ಹೊಲ್ಯಾರ್ ಫಿರೆ ಮನ್ತಲಿಚ್ ಮಾಜಿ ಮಾಗ್ನಿ.