2 Corinthians 2:1 — Compare Translations
7 translations compared side by side
Odia - 1840
"ସେଥିପାଇଁ ମୁଁ ଠିକ୍ କରିଥିଲି, ଏହିଥର ଗଲେ ମୁଁ ତୁମ୍ଭମାନଙ୍କୁ ଯେପରି କଷ୍ଟ ନ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରି ପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେଣସ୍ଥିର କଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ମୋର ତୁମ୍ଭମାନଙ୍କ ନିକଟକୁ ଯିବା ତୁମ ପକ୍ଷରେ ସୁଃଖଦାୟକ, ତୁମ ନିକଟକୁ ଆଉ କେବେ ନ ଯିବାକୁ ମୁଁ ସ୍ଥିର କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ ଠିକ୍ କରିଥିଲି, ଏହିଥର ଗଲେ ମୁଁ ତୁମ୍ଭମାନଙ୍କୁ ଯେପରି କଷ୍ଟ ନ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରି ପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେ ସ୍ଥିର କଲି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରି ପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେ ସ୍ଥିର କଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ತುಮ್ಚ್ಯಾ ದುಕ್ಕಾತ್ ತುಮ್ಕಾ ಭೆಟ್ತಲೆ ನಕ್ಕೊ ಮನುನ್ ಮಿಯಾ ನಿರ್ದಾರ್ ಕರ್ಲಾ.