2 Corinthians 2:12 — Compare Translations

7 translations compared side by side

Odia - 1840
"ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚାର ପ୍ରଚାର କରିବା ପାଇଁ ତ୍ରୋଯା ନଗରକୁ ଯାଇଥିଲି। ପ୍ରଭୁ ସଠାେରେ ମାେତେ ଭଲ ସୁଯୋଗଟିଏ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ଵାର ମୁକ୍ତ ହେଲେ ହେଁ ପ୍ରେରିତ. ୧୬:୮ ପ୍ର.କରି.୧୬:୯
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବାକୁ ତ୍ରୋୟା ଦ୍ୱୀପରେ ପହଞ୍ଚି ମୁଁ ଦେଖିଲି, ଏ କାର୍ଯ୍ୟ ପାଇଁ ପ୍ରଭୁ ବାଟ ଖୋଲି ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତ୍ରୋୟାରେ ପାଉଲଙ୍କର ଉଦ୍‌‌ବେଗ ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ତ୍ରୋୟା ନଗରକୁ ଯାଇଥିଲି। ପ୍ରଭୁ ସେଠାରେ ମୋତେ ଭଲ ସୁଯୋଗଟିଏ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಚಿ ಬರಿ ಖಬರ್ ಪರ್‍ಚಾರ್ ಕರುಕ್ ಮಿಯಾ ತ್ರೊವಾಸಾತ್ ಗೆಲ್ಲ್ಯಾ ತನ್ನಾ, ಥೈ ಕಾಮ್ ಸುರು ಕರುಕ್ ಧನಿಯಾನ್ ಮಾಕಾ ಬರೊ ಅವ್ಕಾಸ್ ದಿಲ್ಯಾನ್.