2 Corinthians 2:14 — Compare Translations
7 translations compared side by side
Odia - 1840
"ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ଵାରା ପ୍ରକାଶ କରୁଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କର ଧନ୍ୟବାଦ ହେଉ। କାରଣ ସେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଦା ଆମ୍ଭମାନଙ୍କୁ ବିଜୟ ପଥର ଆଗେଇ ନିଅନ୍ତୁ। ପୁଣି ସୁଗନ୍ଧ ଜ୍ଞାନ ଅନ୍ୟମାନଙ୍କୁ ଦେବା ପାଇଁ ଈଶ୍ୱର ଆମକୁ ବ୍ୟବହାର କରିଥାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହେଉଛନ୍ତି ଧନ୍ୟ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭ ବିଜୟ ଅଭିଯାନରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ୟମରେ ସେ ପ୍ରତ୍ୟେକ ସ୍ଥାନରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾಕ್ ಧನ್ಯವಾದ್; ತೊ ಅಮ್ಕಾ ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾ ವೈನಾ ಅಪ್ನಾಚ್ಯಾ ಜಿಕೆಚ್ಯಾ ಮೆರ್ವನ್ಗಿತ್ ಚಾಲ್ವುತಾ ಅನಿ ಅಮ್ಚ್ಯಾ ವೈನಾ ಕ್ರಿಸ್ತಾಚ್ಯಾ ವಳ್ಕಿಚಿ ಬರಿ ವಾಸ್ ಸಗ್ಳ್ಯಾಕ್ಡೆ ಫರ್ಗಟಿ ಸಾರ್ಕೆ ಕರ್ತಾ.