2 Corinthians 2:16 — Compare Translations
7 translations compared side by side
Odia - 1840
"ଯେଉଁମାନେ ନଷ୍ଟ ହାଇେ ଯାଇଛନ୍ତି, ସମାନଙ୍କେ ଲାଗି ଆମ୍ଭମାନେେ ମୃତ୍ଯୁର ଦୁର୍ଗନ୍ଧ ସ୍ବରୂପ ଅଟୁ। କିନ୍ତୁ ଯେଉଁମାନେ ଉଦ୍ଧାର ପାଇଛନ୍ତି, ଆମ୍ଭେ ସମାନଙ୍କେ ଲାଗି ଜୀବନର ସୁଗନ୍ଧି ଅଟୁ। ଅତଏବ ପ୍ରଶ୍ନ ଏହା ଯେ, ଏହି କାମ କରିବା ପାଇଁ କିଏ ସମର୍ଥ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ଵରୂପ । ଆଉ ଏହିସମସ୍ତ ନିମନ୍ତେ କିଏ ସମର୍ଥ?
Odia BSI (ପବିତ୍ର ବାଇବଲ (CL) NT (BSI))
ମୃତତ୍ୟୁଦାୟକ, ଅଥଚ ଯେଉଁମାନେ ପରିତ୍ରାଣ ପାଇଛନ୍ତି, ସେମାନଙ୍କ ନିକଟରେ ଏହା ଜୀବନଦାୟକ। କିନ୍ତୁ ଏହି କାର୍ଯ୍ୟ କରିବା ପାଇଁ କିଏ ସକ୍ଷମ?
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି ଆମ୍ଭେମାନେ ମୃତ୍ୟୁର ଦୁର୍ଗନ୍ଧ ସ୍ୱରୂପ ଅଟୁ। କିନ୍ତୁ ଯେଉଁମାନେ ଉଦ୍ଧାର ପାଇଛନ୍ତି, ଆମ୍ଭେ ସେମାନଙ୍କ ଲାଗି ଜୀବନର ସୁଗନ୍ଧି ଅଟୁ। ଅତଏବ ପ୍ରଶ୍ନ ଏହା ଯେ, ଏହି କାମ କରିବା ପାଇଁ କିଏ ସମର୍ଥ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?
Odia IRV 2017 (ଓଡିଆ ବାଇବେଲ)
ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಸಾಕ್ ಜಾತಲ್ಯಾಕ್ನಿ ಅಮಿ ಮರಾನ್ ಹಾನ್ತಲಿ ಬುರ್ಶಿ ವಾಸ್ ಹೊವ್ನಗೆತ್ ಜಾತಾವ್, ಖರೆ ಜಿವ್ ರಾಕ್ತಲ್ಯಾಕ್ನಿ ಜಿವ್ ದಿತಲಿ ಬರಿ ವಾಸ್ ದಿವ್ನಗೆತ್ ಜಾತಾವ್.