2 Corinthians 2:17 — Compare Translations

7 translations compared side by side

Odia - 1840
"ଅନକେ ଯେପରି କରନ୍ତି, ସପରେି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ବରଙ୍କ ବାକ୍ଯ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ସାକ୍ଷାତ ରେ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯ କହୁ। ପରମେଶ୍ବରଙ୍କ ପ୍ ରରେିତ ଲୋକ ଭଳି କଥା କହୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଅନେକ ଲୋକ ଯେପରି ଈଶ୍ଵରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ଵରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକେ ନିଜେ ଲାଭବାନ ହେବା ପାଇଁ ଈଶ୍ୱରଙ୍କ ବାକ୍ୟ ବ୍ୟବହାର କରିଥାନ୍ତୁ। ଆମେ କିନ୍ତୁ ସେପରି ନୋହୁଁ। ଆମକୁ ଈଶ୍ୱର ପ୍ରେରଣ କରି ଥିବାରୁ ଆମେ ବିଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ଦାସ ରୂପେ ପ୍ରଚାର କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଯେପରି କରନ୍ତି, ସେହିପରି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ୱରଙ୍କ ବାକ୍ୟ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କଠାରେ ଥାଇ ସତ୍ୟ କହୁ। ପରମେଶ୍ୱରଙ୍କ ପ୍ରେରିତ ଲୋକ ଭଳି କଥା କହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେହି ଅନେକ ଲୋକ ଯେପରି ଈଶ୍ୱରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ୱରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಲೊಕಾ ಕರ್ತಾತ್ ತಶೆ ಅಮಿ ಕಾಯ್ ದೆವಾಚ್ಯಾ ಗೊಸ್ಟಿಚೊ ಯಾಪಾರ್ ಧಂಧೊ ಕರಿನಾವ್. ದೆವಾನುಚ್ ಅಮ್ಕಾ ಎಚುನ್ ನೆಮಲ್ಲೆ ಹಾಯ್ ಅನಿ ತೆಂಚ್ಯಾ ಇದ್ರಾಕ್ ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾತ್ ಅಮಿ ಖರೆ ಅಸಲ್ಲೆಚ್ ಬೊಲ್ತಾಂವ್.