2 Corinthians 2:3 — Compare Translations

7 translations compared side by side

Odia - 1840
"ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ପତ୍ର ଲେଖିଲି, ଯେ ହତେୁ ମୁଁ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଆସିବି, ଯେଉଁମାନଙ୍କ ଠାରୁ ମାେତେ ଆନନ୍ଦ ମିଳିବା କଥା, ସମାନଙ୍କେ ଠାରୁ ମାେତେ ଦୁଃଖ ନ ମିଳୁ। ତୁମ୍ଭମାନଙ୍କଠା ରେ ମାରେ ବିଶ୍ବାସ ଅଛି ଯେ, ତୁମ୍ଭମାନେେ ମାରେ ସହିତ ଆନନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ଵାସ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି, ମୁଁ ସେଠାକୁ ଗଲେ; ଯେଉଁମାନଙ୍କ ଏାଗି ମୋର ଆନନ୍ଦ ହୁଅନ୍ତା, ସେମାନଙ୍କ ଦ୍ୱାରା ଯେପରି ମୁଁ ଦୁଃଖ ନ ପାଏ। ବାସ୍ତବିକ ମୋର ଦୁଢ଼ ବିଶ୍ୱାସ ଯେ, ମୋର ଆନନ୍ଦରେ ତୁମ୍ଭମାନଙ୍କ ଆନନ୍ଦ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ପତ୍ର ଲେଖିଲି, ଯେହେତୁ ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିବି, ଯେଉଁମାନଙ୍କଠାରୁ ମୋତେ ଆନନ୍ଦ ମିଳିବା କଥା, ସେମାନଙ୍କଠାରୁ ମୋତେ ଦୁଃଖ ନ ମିଳୁ। ତୁମ୍ଭମାନଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ମୋର ସହିତ ଆନନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥି ନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಮಿಯಾ ತುಮ್ಕಾ ಲಿವ್ಕ್ ಲಾಗ್ಲಾ. ಮಿಯಾ ತುಮ್ಚ್ಯಾಕ್ಡೆ ಯೆಲ್ಲ್ಯಾ ತನ್ನಾ ಮಾಕಾ ಕುಶಿ ಹೊಯ್ ಸರ್ಕೆ ಕರ್ತಲ್ಯಾಂಚ್ಯಾಕ್ನಾ ಮಾಕಾ ದುಖ್ ಗಾವ್ತಲೆ ನಕ್ಕೊ ಮನುನ್ ಮಿಯಾ ಲಿವ್ಕ್ ಲಾಗ್ಲಾ. ಕಶ್ಯಾಕ್ ಮಟ್ಲ್ಯಾರ್ ಮಾಜಿ ಕುಶಿಚ್ ತುಮ್ಚಿ ಖುಶಿ ಮನುನ್ ಯವಜ್ತ್ಯಾಶಿ ಮನುನ್ ಮಾಕಾ ಬರೆ ಗೊತ್ತ್ ಹಾಯ್‍.