2 Corinthians 2:7 — Compare Translations
7 translations compared side by side
Odia - 1840
"କିନ୍ତୁ ଏବେ ତୁମ୍ଭମାନେେ ତାହାକୁ କ୍ଷମା ଦବୋ ଉଚିତ୍ ଓ ତାହାକୁ ସାନ୍ତ୍ବନା ପ୍ରଦାନ କରିବା ଉଚିତ। ଏହା ତାହାକୁ ଉତ୍ସାହିତ କରିବ ଓ ସେ ଅଧିକ ଦୁଃଖ ରେ ଭାଙ୍ଗି ପଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ଵନା ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯେପରି ଅଧିକ ଦୁଃଖରେ ଅଭିଭୂତ ନ ହୁଏ, ସେଥିପାଇଁ ବର୍ତ୍ତମାନ ତାକୁ କ୍ଷମା ଓ ସାନ୍ତ୍ୱନାଦେବା ତୁମ୍ଭମାନଙ୍କର କର୍ତ୍ତବ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏବେ ତୁମ୍ଭେମାନେ ତାହାକୁ କ୍ଷମା ଦେବା ଉଚିତ୍ ଓ ତାହାକୁ ସାନ୍ତ୍ୱନା ପ୍ରଦାନ କରିବା ଉଚିତ୍। ଏହା ତାହାକୁ ଉତ୍ସାହିତ କରିବ ଓ ସେ ଅଧିକ ଦୁଃଖରେ ଭାଙ୍ଗି ପଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ।
Odia IRV 2017 (ଓଡିଆ ବାଇବେଲ)
ଏଣୁ କାଳେ ଏପରିଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತುಮಿ ತೆಕಾ ಮಾಪ್ ಕರುನ್ ಅನಿ ತೆಕಾ ಧೈರೊ ದಿವ್ಕ್ ಪಾಜೆ, ನಾ ಹೊಲ್ಯಾರ್ ಲೈ ಬೆಜಾರಾತ್ ಪಡುನ್ ತೊ ದುಕ್ಕಾತ್ ರ್ಹಾಯ್ಲ್.