2 Corinthians 3:1 — Compare Translations

7 translations compared side by side

Odia - 1840
"ଆମ୍ଭେ କ'ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ'ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନବୋ ଦରକାର କି? କେତକେ ଲୋକ ଏପରି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁଣ? କିମ୍ଵା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ କ’ଣ ପୁଣି ଆତ୍ମବଡ଼ିମା କରିବା ପରି ମନେ ହେଉଛି? କିମ୍ବା ଅନ୍ୟମାନଙ୍କ ପରି ଆମେ କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ପରିଚୟ ପତ୍ରର ପ୍ରୟୋଜନ କରୁଛି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ନୂତନ ଚୁକ୍ତିର ସେବକ ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ? କିମ୍ବା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ? କିମ୍ବା କାହାରି କାହାରି ପରି କ'ଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಅಮಿ ಕಾಯ್ ಅನಿಬಿ ಅಮ್ಚೆಚ್ ಮೊಟೆಪಾನ್ ಬೊಲುಕ್ ಬಗುಲಾವ್ ಕಾಯ್? ತುಮ್ಕಾ ದಾಕ್ವುಕ್, ನಾಹೊಲ್ಯಾರ್ ತುಮ್ಚ್ಯಾಕ್ನಾ ಘೆವ್ಕ್ ಯೊಗ್ಯ್ ಮನುನ್ ದಾಕ್ವುತಲ್ಯಾ ಚಿಟಿಯಾಂಚಿ ದುಸ್ರ್ಯಾಕ್ನಿ ಗರಜ್ ಹಾಯ್, ತಸೆ ಅಮ್ಕಾಬಿ ಗರಜ್ ಹಾಯ್ ಕಾಯ್?