2 Corinthians 3:10 — Compare Translations

7 translations compared side by side

Odia - 1840
"ପୁରାତନ ସବୋ ରେ ମହିମା ଥିଲା, କିନ୍ତୁ ଅଧିକ ମହିମାୟୁକ୍ତ ନୂତନ ସବୋ ସହିତ ତୁଳନା କଲେ, ସହେି ପ୍ରଥମ ମହିମା କିଛି ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ କହିପାରୁ, ଅତୀତରେ ଯାହା ଗୌରବଯୁକ୍ତ ଥିଲା, ଉଜ୍ଜ୍ୱଳତର ଏକ ମହିମାର ଆବିର୍ଭାବ ହେତୁ ଏବେ ତାହା ମଳିନ ପଡ଼ି ଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ପୁରାତନ ସେବାରେ ମହିମା ଥିଲା, କିନ୍ତୁ ଅଧିକ ମହିମାଯୁକ୍ତ ନୂତନ ସେବା ସହିତ ତୁଳନା କଲେ, ସେହି ପ୍ରଥମ ମହିମା କିଛି ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆಬಿ ಹ್ಯಾ ಪರ್‌ಜಳಾಚ್ಯಾ ಇದ್ರಾಕ್ ಅದ್ದಿ ಪರ್‌ಜಳ್ ಮನುನ್ ಹೊತ್ತೆ ತೆ ಅತ್ತಾ ಪರ್‌ಜಳ್ ನಸಲ್ಲ್ಯಾ ಸರ್ಕೆ ಹೊಲಾ ಮನುನ್ ಅಮ್ಕಾ ದಿಸ್ತಾ.