2 Corinthians 3:11 — Compare Translations

7 translations compared side by side

Odia - 1840
"ଯେଉଁ ସବୋ ଅଦୃଶ୍ଯ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା' ହେଲେ ଏହି ଅନନ୍ତ କାଳସ୍ଥାଯୀ ସବୋ ଅତ୍ଯଧିକ ମହିମାମୟ ହବୋ ସ୍ବାଭାବିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଅସ୍ଥାୟୀ ବିଷୟ ଏତେ ଗୌରବଯୁକ୍ତ ହୁଏ, ଚିରସ୍ଥାୟୀ ବିଷୟ ଏହାଠାରୁ କେତେ ଅଧିକ ଗୁଣରେ ଗୌରବଯୁକ୍ତ ନ ହେବ!
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ସେବା ଅଦୃଶ୍ୟ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା’ହେଲେ ଏହି ଅନନ୍ତ କାଳସ୍ଥାୟୀ ସେବା ଅତ୍ୟଧିକ ମହିମାମୟ ହେବା ସ୍ୱାଭାବିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା,ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾತ್ಕಾಲಿಕ್ ಮನುನ್ ದಿಲ್ಲಿ ಮಹಿಮಾಚ್ ಎವ್ಡ್ಯಾ ಪರ್‌ಜಳಾನ್ ಭರಲ್ಲಿ ರ್‍ಹಾಲ್ಯಾರ್, ಸರ್ವತಾ ಪತರ್ ರ್‍ಹಾವ್ಚೆ ಮನುನ್ ಹೊತ್ತಿ ಮಹಿಮಾ ಕವ್ಡ್ಯಾ ಪರ್‌ವಳಾನ್ ಭರುಚೆ!