2 Corinthians 3:13 — Compare Translations

7 translations compared side by side

Odia - 1840
"ଆମ୍ଭେ ମାଶାଙ୍କେ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇଶ୍ରାୟେଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମାଶାେ ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସବୋର ଅନ୍ତ ଦେଖନ୍ତୁ, ମାଶାେ ଏହା ଇଚ୍ଛା କରୁ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିର ଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେ ପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁ ନାହୁଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ମୋଶାଙ୍କ ପରି ନୋହୁଁ। ସେ ଆପଣା ମୁହଁ ଘୋଡ଼ାଇ ପକାଇଥିଲେ, ଯେପରି ମଳିନ ପଡ଼ି ଯାଇଥିବା ସେ ଦୀପ୍ତିର ଅବସାନ ଇଶ୍ରାୟେଲ ଲୋକମାନେ ଦେଖି ନ ପାରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ମୋଶାଙ୍କ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇସ୍ରାଏଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମୋଶା ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସେବାର ଅନ୍ତ ଦେଖନ୍ତୁ, ମୋଶା ଏହା ଇଚ୍ଛା କରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହିକ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣାମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಮೊಯ್ಜೆನ್ ಕರಲ್ಲ್ಯಾ ಸಾರ್ಕೆ ಕರಿನಾವ್. ಅಪ್ನಾಚ್ಯಾ ವೈಲೊ ಪರ್‌ಜಳ್ ಇಜುನ್ ಜಾತಲೆ ಇಸ್ರಾಯೆಲಾಚ್ಯಾ ಲೊಕಾನಿ ಬಗುಚೆ ನ್ಹಯ್ ಮನುನ್ ಅಪ್ನಾಚೆ ತೊಂಡ್ ಎಕ್ ಟಿವಾಲಾನಿ ತೊ ಧಾಪುನ್ ಘೆವ್ ಲಾಗಲ್ಲೊ.

Recommended Reading