2 Corinthians 3:14 — Compare Translations
7 translations compared side by side
Odia - 1840
"କିନ୍ତୁ ସମାନଙ୍କେର ମନଗୁଡ଼ିକ ଅବରୁଦ୍ଧ ହାଇେ ଯାଇଥିଲା। ଏପରିକି ଆଜି ମଧ୍ଯ ସମାନେେ ଯେତବେେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସହେି ଆବରଣଟି ଅର୍ଥକୁ ଲୁଚାଇ ରେଖ। ସେ ଆବରଣ କଢ଼ା ଯାଇ ନାହିଁ। କବଳେ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରକୃତରେ ସେମାନଙ୍କର ବୋଧଶକ୍ତି ଲୋପ ପାଇଥିଲା। ଏବେ ମଧ୍ୟ ପୁରାତନ ନିୟମ ପାଠ କରିବର ସମୟରେ ସେମାନଙ୍କର ସମ୍ମୁଖରେ ସେହି ଆବରଣ ରହୁଛି। ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା କେବଳ ସେହି ଆବରଣ ଉନ୍ମୋଚିତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନଙ୍କର ମନଗୁଡ଼ିକ ଅବରୁଦ୍ଧ ହୋଇଯାଇଥିଲା। ଏପରିକି ଆଜି ମଧ୍ୟ ସେମାନେ ଯେତେବେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସେହି ଆବରଣଟି ଅର୍ଥକୁ ଲୁଗ୍ଭଇ ରଖେ। ସେ ଆବରଣ କଢ଼ା ଯାଇ ନାହିଁ। କେବଳ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚಿ ಮನಾ ಧಾಪಲ್ಲಿ ಹೊತ್ತಿ, ಅನಿ ಅಜುನ್ ಪತರ್ ಬಿ ಜುನ್ನೊ ಕರಾರ್ ವಾಚ್ತಾನಾ ತೆಂಚಿ ಮನಾ ಫಾಳಿನಿ ಧಾಪಲ್ಲಿ ರ್ಹಾತ್ಯಾತ್, ಖರೆ ಕ್ರಿಸ್ತಾಚ್ಯಾ ವೈನಾ ತಿ ಫಾಳಿ ಉಗ್ಡುನ್ ಹೊತಾ.