2 Corinthians 3:15 — Compare Translations

7 translations compared side by side

Odia - 1840
"କିନ୍ତୁ ଏପରି କି ଆଜି ଯେତବେେଳେ ଏହି ଲୋକମାନେ ମାଶାଙ୍କେ ନିୟମକୁ ପଢ଼ନ୍ତି, ସହେି ଆବରଣ ହତେୁ ସମାନେେ ଏଥିର ଅର୍ଥ ବୁଝି ପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କର ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆଜି ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପଢ଼ୁଥିବାବେଳେ ସେମାନଙ୍କ ମନ ଉପରେ ରହିଥାଏ ଏକ ଆବରଣ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏପରି କି ଆଜି ଯେତେବେଳେ ଏହି ଲୋକମାନେ ମୋଶାଙ୍କ ନିୟମକୁ ପଢ଼ନ୍ତି, ସେହି ଆବରଣ ହେତୁ ସେମାନେ ଏଥିର ଅର୍ଥ ବୁଝି ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಜುನ್ ಹೊಲ್ಯಾರ್ ಬಿ ಮೊಯ್ಜೆಚ್ಯಾ ಪುಸ್ತಕಾತ್ಲೆ ವಾಚ್ತಾನಾ ತೆಂಚ್ಯಾ ಮನಾಂಚ್ಯಾ ವರ್‍ತಿ ಟಿವಾಲೊ ಧಾಪಲ್ಲ್ಯಾ ಸರ್ಕೆಚ್ ರ್‍ಹಾತಾ.