2 Corinthians 3:16 — Compare Translations
7 translations compared side by side
Odia - 1840
"କିନ୍ତୁ ଜଣେ ଲୋକ ଯେତବେେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସହେି ଆବରଣଟି ବାହାର କରିଦିଆ ଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେହି ଆବରଣ ଘୁଞ୍ଚା ଯାଇପାରେ। କାରଣ ଧର୍ମଶାସ୍ତ୍ରରେ ମୋଶାଙ୍କ ବିଷୟରେ ଉଲ୍ଲଖ ଅଛି, “ପ୍ରଭୁଙ୍କ ଆଫକୁ ମୁଖ ଫେରାଇବାକୁ ସେହି ଆବରଣ ଘଞ୍ଚାଗଲା।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜଣେ ଲୋକ ଯେତେବେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସେହି ଆବରଣଟି ବାହାର କରିଦିଆ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಧನಿಯಾ ಕಡೆ ಪರತಲ್ಲ್ಯಾ ತನ್ನಾ ತೆ ಧಾಪಲ್ಲೆ ಪಡುನ್ ಜಾತಾ.