2 Corinthians 3:17 — Compare Translations
7 translations compared side by side
Odia - 1840
"ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠା ରେ ପ୍ରଭୁଙ୍କର ଆତ୍ମା ବିଦ୍ଯମାନ, ସହେିଠା ରେ ସ୍ବାଧୀନତା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ଵାଧୀନତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଶାସ୍ତ୍ରାଂଶରେ ଉଲ୍ଲିଖିତ “ପ୍ରଭୁ” ହେଉଛନ୍ତି “ଆତ୍ମା”। ଯେଉଁଠି ପ୍ରଭୁଙ୍କ ଆତ୍ମା, ସେଇଠି ଥାଏ ସ୍ୱାଧୀନତା।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠାରେ ପ୍ରଭୁଙ୍କର ଆତ୍ମା ବିଦ୍ୟମାନ, ସେହିଠାରେ ସ୍ୱାଧୀନତା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କଆତ୍ମା ସେଠାରେ ସ୍ୱାଧୀନତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿತ್ತೆ ಧನಿ ಮಟ್ಲ್ಯಾರ್ ಆತ್ಮೊ, ಖೈ ಧನಿಯಾಚೊ ಆತ್ಮೊ ರ್ಹಾತಾ, ಥೈ ಸ್ವತಂತ್ರ್ ರ್ಹಾತಾ.