2 Corinthians 3:18 — Compare Translations

7 translations compared side by side

Odia - 1840
"ଆମ୍ଭ ଚେ ହରୋଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରିପାରୁ। ଆମ୍ଭେ ତାହାଙ୍କ ଭଳି ହବୋକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତ ରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହିସବୁ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ସମସ୍ତଙ୍କ ଅନାବୃତ ମୁଖରେ ଏବେ ପଅଭୁଙ୍କ ମହିମା ପଅତିଫଳିତ ହେଉଛି ଏବଂ ପ୍ରଭୁଙ୍କଠାରୁ ନିସୃତ ସେହି ମହିମାର ପ୍ରଭାବରେ ଆମେ ଅଧିକ ତେଜୋମୟ ଭାବରେ ତାଙ୍କ ସାଦୃଶ୍ୟରେ ରୂପାନ୍ତରିତ ହେଉଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଚେହେରାଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରି ପାରୁ। ଆମ୍ଭେ ତାହାଙ୍କ ଭଳି ହେବାକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊಂಡಾರ್ ಕಾಯ್ಬಿ ಧಾಪಿ ನಸ್ತಾನಾ ಧನಿಯಾಚಿ ಮಹಿಮಾ ದಾಕ್ವುನ್ ದಿತಲೆ ಅಮಿ ಹೊತಾಂವ್, ಅಶೆ ಅಮಿ ಧನಿಯಾಚ್ಯಾ ಮಹಿಮೆನ್ ಲೈ ಅನಿ ಲೈ ಹೊಳ್ ಹೊಳ್ತಾಂವ್ ಅನಿ ತೆಚ್ಯಾ ಸರ್ಕೆ ಹೊವ್ನ್ ರುಪ್ ಬದಲ್ತಾವ್. ಹೆ ಸಗ್ಳೆ ಆತ್ಮೊ ಹೊವ್ನ್ ಅಸಲ್ಲ್ಯಾ ಧನಿಯಾಚೆಚ್ ಕಾಮ್.