2 Corinthians 3:2 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟ ରେ ଲେଖି ହାଇେ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ରସ୍ଵରୂପ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ହିଁ ଆମର ପରିଚୟ ପତ୍ରର, ଆମ ହୃଦୟ ଫଳକରେ ଲିଖିତ ଲିପି, ଯାହାକୁ ସମସ୍ତ ଜାଣନ୍ତୁ ଓ ପଢ଼ିପାରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟରେ ଲେଖି ହୋଇ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ର-ସ୍ୱରୂପ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ରସ୍ୱରୂପ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿಚ್ ಅಮಿ ಯೊಗ್ಯ್ ಮನುನ್ ದಾಕ್ವುತಲ್ಯಾ ಚಿಟಿಯಾ. ತೆ ಅಮ್ಚ್ಯಾ ಮನಾತ್ನಿ ಲಿವಲ್ಲೆ ಹಾಯ್. ಸಗ್ಳ್ಯಾ ಲೊಕಾಕ್ನಿ ತೆ ತಪಾಸುನ್ ಬಗುಕ್ ಅನಿ ವಾಚ್ವುಕ್ ಹೊತಾ.
Recommended Reading