2 Corinthians 3:4 — Compare Translations
7 translations compared side by side
Odia - 1840
"ଯୀଶୁ ଖ୍ରୀଷ୍ଟଙ୍କ ହତେୁ ପରମେଶ୍ବରଙ୍କ ଠା ରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ଵାସ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ଦେଇ ଈଶ୍ୱରଙ୍କ ଉପରେ ଆସ୍ଥା ଥିବାରୁ ଆମେ ଏସବୁ କହୁଛୁ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಹೆ ಸಾಂಗ್ತಾವ್ ಕಶ್ಯಾಕ್ ಮಟ್ಲ್ಯಾರ್, ಕ್ರಿಸ್ತಾ ವೈನಾ ದೆವಾ ವೈರ್ ಅಮ್ಕಾ ವಿಶ್ವಾಸ್ ಹಾಯ್.