2 Corinthians 3:5 — Compare Translations
7 translations compared side by side
Odia - 1840
"ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରିପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ଯ ପରମେଶ୍ବରଙ୍କଠାରୁ ପ୍ରାପ୍ତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ଵରଙ୍କଠାରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଆମର କୃତିତ୍ୱ ଦାବୀ କରିବା ପାଇଁ କୌଣସି ଯୋଗ୍ୟତା ମଧ୍ୟ ନାହିଁ। ଆମର ଯୋଗ୍ୟତା ମଧ୍ୟ ନାହିଁ। ଆମର ଯୋଗ୍ୟତା ଈଶ୍ୱରଙ୍କଠାରୁ ଆସେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରି ପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ୟ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ୱରଙ୍କଠାରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
'ಹೆ ಕಾಮ್ ಕರುಕ್ ಮಿಯಾ ಯೊಗ್ಯ್ ಮನುನ್ ಮನಿ ಸಾರ್ಕೆ ಕಾಯ್ಬಿ ನಾ. ಅಮ್ಕಾ ಅಸಲ್ಲೊ ಹ್ಯೊ ಬಳ್ ದೆವಾಕ್ನಾ ಯೆತಾ.