2 Corinthians 3:9 — Compare Translations
7 translations compared side by side
Odia - 1840
"ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସଭେଳି ସବୋ ରେ ଯଦି ପ୍ରଭୁଙ୍କ ମହିମା ଅଛି; ତା' ହେଲେ ଯେଉଁ ସବୋ ଲୋକମାନଙ୍କୁ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦି ଦଣ୍ତାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦଣ୍ଡ ବିଧାୟକ ବ୍ୟବସ୍ଥାର ପ୍ରତିଷ୍ଠା ଯଦି ଏତେ ଗୌରବଯୁକ୍ତ, ତା’ହେଲ ପରିତ୍ରାଣକାରୀ ନିୟମର ପ୍ରତିଷ୍ଠା ଆହୁରି କେତେ ଅଧିକ ଗୌରବମଣ୍ଡିତ ନ ହେବ!
Odia Bible ERV 2004 (ପବିତ୍ର ବାଇବଲ)
ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସେଭଳି ସେବାରେ ଯଦି ପ୍ରଭୁଙ୍କ ମହିମା ଅଛି; ତା’ହେଲେ ଯେଉଁ ସେବା ଲୋକମାନଙ୍କୁ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ,ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ವೈರ್ ಚುಕ್ ವಾವ್ತಲೆಚ್ ಯೆವ್ಡೆ ಪರ್ಜಳಾನ್ ಭರಲ್ಲೆ ರ್ಹಾಲ್ಯಾರ್, ಅಮ್ಕಾ ಪವಿತ್ರಪಾನ್ ದಿತಾ ತಿ ರಿತ್ ಕವ್ಡಿ ಜಾಸ್ತಿ ಪರ್ಜಳಾನ್ ಭರಲ್ಲಿ ಅಸಿಲ್.