2 Corinthians 4:1 — Compare Translations

7 translations compared side by side

Odia - 1840
"ପରମେଶ୍ବର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସବୋ କାର୍ୟ୍ଯ ଦଇେଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇ ଥିପବାରୁ ଆମେ ହତୋସାହ ହେବା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମାଟିପାତ୍ର ଭିତରେ ଆଧ୍ୟାତ୍ମିକ ଧନ ପରମେଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಕಾಮ್ ದೆವಾನ್ ಅಪ್ನಾಚ್ಯಾ ದಯೆನ್ ಅಮ್ಚ್ಯಾ ತಾಬೆತ್ ದಿಲ್ಯಾನಾಯ್. ತಸೆಮನುನ್ ಅಮಿ ಅಮ್ಚೊ ಧೈರೊ ಸೊಡಿನಾವ್.