2 Corinthians 4:11 — Compare Translations
7 translations compared side by side
Odia - 1840
"ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହତେୁ ଆମ୍ଭେ ସର୍ବଦା ମୃତ୍ଯୁ ସଙ୍କଟର ସମ୍ମୁଖୀନ ହେଉଛୁ। ୟଦ୍ଦ୍ବାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧିଅରେ ସ୍ପଷ୍ଟ ଭାବରେ ଦେଖି ପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଜୀବନକୁ ଏହି ମର ଶରୀରରେ ପ୍ରକାଶ କରିବା ନିମନ୍ତେ ଖ୍ରଷ୍ଟଙ୍କ ପାଇଁ ସାରା ଜୀବନ ଆମେ ମୃତ୍ୟ ମୁଖରେ ପତିତ ହେଉଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହେତୁ ଆମ୍ଭେ ସର୍ବଦା ମୃତ୍ୟୁ ସଙ୍କଟର ସମ୍ମୁଖୀନ ହେଉଛୁ। ଯଦ୍ଦ୍ୱାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧ୍ୟରେ ସ୍ପଷ୍ଟ ଭାବରେ ଦେଖି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚೊ ಜಿವ್ ಅಮ್ಚ್ಯಾ ನಾಸ್ ಹೊತಲ್ಯಾ ಆಂಗಾತ್ ದಿಸುನ್ ಯೆವ್ಸಾಟ್ನಿ ಅಮ್ಚ್ಯಾ ಜಿವನಾಚ್ಯಾ ಹರ್ ಎಕ್ ದಿಸಿ ಜೆಜುಸಾಟ್ನಿ ಮರ್ನಾಚ್ಯಾ ಪರಿಸ್ತಿತಿತ್ ಅಮ್ಕಾಚ್ ಅಮಿ ಸೊಡುನ್ ಸೊಡ್ತಾಂವ್.