2 Corinthians 4:12 — Compare Translations

7 translations compared side by side

Odia - 1840
"ଅତଏବ ଆମ୍ଭ ଭିତ ରେ ମୃତ୍ଯୁ ଓ ତୁମ୍ଭମାନଙ୍କ ଭିତ ରେ ଜୀବନ ସକ୍ରିୟ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ଏହିପରି ଭାବରେ ଆମ ମଧ୍ୟରେ ମୃତ୍ୟ ଓ ତୁମ ମଧ୍ୟରେ ଜୀବନ କାର୍ଯ୍ୟ କରି ଚାଲିଛି।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଆମ୍ଭ ଭିତରେ ମୃତ୍ୟୁ ଓ ତୁମ୍ଭମାନଙ୍କ ଭିତରେ ଜୀବନ ସକ୍ରିୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮಟ್ಲ್ಯಾರ್, ಅಮ್ಚ್ಯಾ ಭುತ್ತುರ್ ಮರಾನ್ ಅಪ್ನಾಚೆ ಕಾಮ್ ಕರುನ್ಗೆತ್ ಹಾಯ್, ಖರೆ ಜಿವ್ ತುಮ್ಚ್ಯಾ ಭುತ್ತುರ್ ಕಾಮಾ ಕರುಕ್ ಲಾಗ್ಲಾ.