2 Corinthians 4:13 — Compare Translations
7 translations compared side by side
Odia - 1840
"ଶାସ୍ତ୍ର ରେ ଲଖାେଅଛି: ମୁଁ ବିଶ୍ବାସ କଲି, ଏଣୁ ସ୍ପଷ୍ଟ କହିଲି। ଆମ୍ଭର ବିଶ୍ବାସ ମଧ୍ଯ ସହେିଭଳି ଅଟେ। ଆମ୍ଭେ ବିଶ୍ବାସ କରୁ, ସେଥିପାଇଁ ଆମ୍ଭେ କହୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
“ମୁଁ ବିଶ୍ଵାସ କଲି, ଏଣୁ କଥା କହିଲି”, ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ଵାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ଵାସ କରୁ, ଏଣୁ ମଧ୍ୟ କଥା କହୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ମୁଁ ବିଶ୍ୱାସ କରିବା ହେତୁ କଥା କହିଲି।” ଆମେ ସେହି ବିଶ୍ୱାସର ଆତ୍ମା ପାଇଛୁ। ଆମେ ବିଶ୍ୱାସ କରୁଛୁ, ତେଣୁ ଘୋଷଣା ମଧ୍ୟ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରରେ ଲେଖାଅଛି: “ମୁଁ ବିଶ୍ୱାସ କଲି, ଏଣୁ ସ୍ପଷ୍ଟ କହିଲି।” ଆମ୍ଭର ବିଶ୍ୱାସ ମଧ୍ୟ ସେହିଭଳି ଅଟେ। ଆମ୍ଭେ ବିଶ୍ୱାସ କରୁ, ସେଥିପାଇଁ ଆମ୍ଭେ କହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;
Odia IRV 2017 (ଓଡିଆ ବାଇବେଲ)
"ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି'', ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ವಿಶ್ವಾಸ್ ಕರ್ಲೊ ತಸೆಮನುನ್ ಮಿಯಾ ಬೊಲ್ಲೊ” ಅಶೆ ಮನುನ್ ಪವಿತ್ರ್ ಪುಸ್ತಕಾತ್ ಲಿವಲ್ಲೆ ಹಾಯ್. ತಸೆ ತ್ಯಾಚ್ ವಿಶ್ವಾಸಾಚ್ಯಾ ಆತ್ಮ್ಯಾನ್ ಅಮಿಬಿ ಬೊಲ್ತಾಂವ್ ಕಶ್ಯಾಕ್ ಮಟ್ಲ್ಯಾರ್, ಅಮಿ ಬರೊಸೊ ಕರ್ತಾಂವ್.