2 Corinthians 4:14 — Compare Translations

7 translations compared side by side

Odia - 1840
"କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ପୁନରୁତ୍ଥିତ କଲେ, ସେ ଆମ୍ଭକୁ ମଧ୍ଯ ଯୀଶୁଙ୍କ ସହ ପୁନରୁତ୍ଥିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଜାଣୁ, ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ଜୀବତ କରି ଅଛନ୍ତି। ସେହି ଈଶ୍ୱର, ଯୀଶୁଙ୍କ ସହିତ ଆମକୁ ମଧ୍ୟ ଜୀବିତ କରିବେ ଓ ତୁମ୍ଭମାନଙ୍କ ସହିତ ଆମକୁ ତାଙ୍କ ସମୀପକୁ ନେଇ ଯିବେ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ପୁନରୁ‌ତ୍‌‌ଥିତ କଲେ, ସେ ଆମ୍ଭକୁ ମଧ୍ୟ ଯୀଶୁଙ୍କ ସହ ପୁନରୁ‌ତ୍‌‌ଥିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ରହିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುಕ್ ಝಿತ್ತೊ ಕರುನ್ ಉಟ್ವಲ್ಲೊ ತೊಚ್ ದೆವ್ ಅಮ್ಕಾಬಿ ಜೆಜುಚ್ಯಾ ವಾಂಗ್ಡಾ ಝಿತ್ತೊ ಕರ್‍ತಾ ಅನಿ ತುಮ್ಕಾ ಅಪ್ನಾಚ್ಯಾ ಇದ್ರಾಕ್ ಘೆವ್ನ್ ಜಾತಾ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್.