2 Corinthians 4:15 — Compare Translations

7 translations compared side by side

Odia - 1840
"ସେ ଆମ୍ଭକୁ ମଧ୍ଯ ତୁମ୍ଭମାନଙ୍କ ସହିତ ନିଜ ସମ୍ମୁଖ ରେ ଠିଆ କରିବେ। ଏହି ବିଷୟକୁ ତୁମ୍ଭମାନଙ୍କ ପାଇଁ କରା ଯାଉଛି। ଏହାଦ୍ବାରା ଅନକେ ଲୋକ ଯେପରି ପରମେଶ୍ବରଙ୍କ ଅନୁଗ୍ରହ ପାଇ ପାରିବେ। ପରମେଶ୍ବରଙ୍କ ମହିମା ନିମନ୍ତେ ତାହାଙ୍କୁ ଅଧିକରୁ ଅଧିକ ଧନ୍ଯବାଦ ଅର୍ପଣ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ଯେପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ଵରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଏସବୁ ଘଟୁଛି। ଈଶ୍ୱରଙ୍କ ଅନୁଗ୍ରହ ଆହୁରି ଅଧିକରୁ ଅଧିକ ବୃଦ୍ଧି ପାଇ ଲୋକଙ୍କୁ ସ୍ପର୍ଶ କଲେ, ଆହୁରି ଅନେକେ କୃତଜ୍ଞ ଚ୍ତ୍ତରେ ଈଶ୍ୱରଙ୍କର ଗୌରବ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭକୁ ମଧ୍ୟ ତୁମ୍ଭମାନଙ୍କ ସହିତ ନିଜ ସମ୍ମୁଖରେ ଠିଆ କରିବେ। ଏହି ବିଷୟକୁ ତୁମ୍ଭମାନଙ୍କ ପାଇଁ କରା ଯାଉଛି। ଏହା ଦ୍ୱାରା ଅନେକ ଲୋକ ଯେପରି ପରମେଶ୍ୱରଙ୍କ ଅନୁଗ୍ରହ ପାଇ ପାରିବେ। ପରମେଶ୍ୱରଙ୍କ ମହିମା ନିମନ୍ତେ ତାହାଙ୍କୁ ଅଧିକରୁ ଅଧିକ ଧନ୍ୟବାଦ ଅର୍ପଣ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ୱରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಗಾ ಹೆ ಸಗ್ಳೆ ತುಮ್ಚ್ಯಾ ಬರೆಪಾನಾ ಸಾಟ್ನಿ ಮನುನ್ ತಯಾರ್ ಕರಲ್ಲೆ ಹಾಯ್‍. ಅಶೆ ದೆವಾಚ್ಯಾ ಕುರ್ಪೆಚೊ ಪಾವ್ಸ್ ಲೈ ಅನಿ ಲೈ ಮಾನ್ಸಾಚ್ಯಾ ವರ್‍ತಿ ಉತರ್ತಾನಾ, ದೆವಾಚ್ಯಾ ಮಹಿಮೆಕ್ ಧನ್ಯವಾದ್ ಸುತ್ತಿಬಿ ಜಾಸ್ತಿ ಚಡುನ್ಗೆತ್ ಜಾತಾ.