2 Corinthians 4:16 — Compare Translations
7 translations compared side by side
Odia - 1840
"ସେଥିପାଇଁ ଆମ୍ଭେ କବେେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ଯିକ ଶରୀର କ୍ଷୀଣ ହାଇେ ଯାଉଛି, କିନ୍ତୁ ଆମ୍ଭର ଅନ୍ତଃରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହାଇେ ଯାଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଆମ୍ଭେମାନେ କ୍ଳା; ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିପାଇଁ ଆମେ କେବେ ହତୋତ୍ସାହ ହୋଇ ନାହୁଁ। ଆମ ଶରୀର କ୍ରମେ କ୍ଷୀଣ ହେଉଛି। କିନ୍ତୁ ଆମର ଅନ୍ତରାତ୍ମା ଦିନୁଦିନ ସତେଜ ହେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସରେ ଜୀବନ କାଟିବା ସେଥିପାଇଁ ଆମ୍ଭେ କେବେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ୟିକ ଶରୀର କ୍ଷୀଣ ହୋଇ ଯାଉଛି, କିନ୍ତୁ ଆମ୍ଭର ଅନ୍ତରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହୋଇ ଯାଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಅಮಿ ಧೈರೊ ಕಳ್ದುನ್ ಘೆಯ್ನಾವ್, ಅಮ್ಚೊ ಭಾಯ್ಲೊ ಸ್ವಬಾವ್ ಉಲ್ಲೊ ನಾಸ್ ಹೊವ್ನಗೆತ್ ಯೆತಾ, ಜಾಲ್ಯಾರ್ ಬಿ ಅಮ್ಚೊ ಭುತ್ತುರ್ಲೊ ಸ್ವಬಾವ್ ಹರ್ ಎಕ್ ದಿಸಾಬಿ ಜಿವಾನಿ ಭರುನ್ಗೆತ್ ಯೆತಾ.