2 Corinthians 4:17 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତ-କାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସାମାନ୍ୟ ଓ କ୍ଷଣିକ ଦୁଃଖ ଦୁର୍ଦ୍ଦଶା ଆମ ପାଇଁ ଆଣି ଦେଉଛି ଅତୁଳନୀୟ ଚିରସ୍ଥାୟୀ ଗୌରବର ସମ୍ପଦ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା ଛୋଟ ଛୋଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନାରେ ଅତି ମହାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಅಮ್ಚ್ಯಾ ವರ್‍ತಿ ಯೆತಲೆ ಬಾರಿಕ್ ಅನಿ ತಾತ್ಕಾಲಿಕ್ ತರಾಸ್ ಅಮ್ಕಾ ಕಸ್ಲೊಬಿ ಮಾಪ್ ನಸಲ್ಲ್ಯಾ; ಸರಿನಾ ತಸ್ಲ್ಯಾ ಮಹಿಮೆಕ್ ತಯಾರ್ ಕರ್‍ತಾ.