2 Corinthians 4:18 — Compare Translations
7 translations compared side by side
Odia - 1840
"ଆମ୍ଭର ଆଖି ଦୃଶ୍ଯ ବିଷୟଗୁଡ଼ିକ ଉପରେ ନ ରହି, ଅଦୃଶ୍ଯ ବିଷୟ ଉପରେ କନ୍େଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦଖାେ ଯାଉଛି, ତାହା ଅସ୍ଥାଯୀ, ଓ ଯାହା ଅଦୃଶ୍ଯ, ତାହା ସମ୍ପୂର୍ଣ୍ଣ ଚିରସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତ-କାଳସ୍ଥାୟୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମର ଦୃଷ୍ଟି ଦୃଶ୍ୟମାନ କୌଣସି ବସ୍ତୁ ଉପରେ ନୁହେଁ, ମାତ୍ର ଅଦୃଶ୍ୟ ବସ୍ତୁ ଉପରେ ନିବନ୍ଧ, କାରଣ ଦୃଶ୍ୟମାନ ସବୁ କିଛି କ୍ଷଣସ୍ଥାୟୀ, କିନ୍ତୁ ଯାହା ଅଦୃଶ୍ୟ, ତାହା ଚିରସ୍ଥାୟୀ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଆଖି ଦୃଶ୍ୟ ବିଷୟ ଗୁଡ଼ିକ ଉପରେ ନ ରହି, ଅଦୃଶ୍ୟ ବିଷୟ ଉପରେ କେନ୍ଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦେଖା ଯାଉଛି, ତାହା ଅସ୍ଥାୟୀ, ଓ ଯାହା ଅଦୃଶ୍ୟ, ତାହା ସମ୍ପୂର୍ଣ୍ଣ ଚିରସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಡೊಳ್ಯಾಕ್ನಿ ದಿಸ್ತಲ್ಯಾ ಸಾಮಾನಾಂಚ್ಯಾ ವರ್ತಿ ಅಮ್ಚೆ ಧ್ಯಾನ್ ಮನ್ ಅಮಿ ಥೈಯ್ನಾವ್, ದಿಸಿನಸಲ್ಲ್ಯಾ ವರ್ತಿ ಥವ್ತಾವ್..ಕಶ್ಶಾಕ್ ಮಟ್ಲ್ಯಾರ್ ಅಮ್ಕಾ ದಿಸ್ತಾ ತೆ ತಾತ್ಕಾಲಿಕ್, ಖರೆ ದಿಸಿನಸಲ್ಲೆ ಸದಾ ಸರ್ವತಾಕ್ ರ್ಹಾತಾ ತಸ್ಲೆ.