2 Corinthians 4:5 — Compare Translations
7 translations compared side by side
Odia - 1840
"ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ବରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଚାର କରୁ ନାହୁଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଚାର କରୁଛୁ। ନିଜ ବିଷୟ ରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସବେକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ନିଗକୁ ପ୍ରଚାର କରୁ ନାହୁଁ, କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଏବଂ ଯୀଶୁଙ୍କୁ ପାଇଁ ନିଜ ନିଜକୁ ତୁମର ସେବକ ବୋଲି ପ୍ରଚାର କର,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಪರ್ಚಾರ್ ಕರ್ತಲೆ; ಅಮ್ಚ್ಯಾಚ್ ವಿಶಯಾತ್ ನ್ಹಯ್, ಜೆಜು ಕ್ರಿಸ್ತುಚ್ ಅಮ್ಚೊ ಧನಿ ಮನುನ್ ಅಮಿ ಪರ್ಚಾರ್ ಕರ್ತಾವ್ ಅನಿ ಜೆಜುಸಾಟ್ನಿ ಅಮಿ ತುಮ್ಚಿ ಸೆವಕಾ ಮನುನ್ ಸಾಂಗಿತ್ ಜಾತಾವ್.