2 Corinthians 4:6 — Compare Translations
7 translations compared side by side
Odia - 1840
"ଥରେ ପରମେଶ୍ବର କହିଲେ: ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ଵର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ଵରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଯେଉଁ ଈଶ୍ୱର କହିଥିଲେ, “ଅନ୍ଧକାର ମଧ୍ୟରୁ ଆଲୋକର ଆବିର୍ଭାବ ହେଉ”, ସେହି ଈଶ୍ୱର ଖ୍ରୀଷ୍ଟଙ୍କ ମୁଖରେ ପ୍ରତିଭାତ ଐଶ୍ୱରିକ ମହିମା ଦେଖିବା ପାଇଁ ଆମ ହୃଦୟକୁ ଆଲୋକିତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଥରେ ପରମେଶ୍ୱର କହିଲେ: ‘‘ଅନ୍ଧକାର ମଧ୍ୟରୁ ଆଲୋକ ପ୍ରକାଶିତ ହେବ।” ସେହି ପରମେଶ୍ୱର ଆମ୍ଭମାନଙ୍କ ହୃଦୟରେ ତାହାଙ୍କର ଆଲୋକ ଦେଖାଇଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ମୁହଁରେ ପରମେଶ୍ୱରଙ୍କ ଯେଉଁ ଗୌରବମୟ ଆଲୋକ ଦେଖିବାକୁ ମିଳେ ସେହି ଆଲୋକ ସେ ଆମକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ୱରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ “ಕಾಳ್ಕಾತ್ನಾ ಉಜ್ವೊಡ್ ಹೊಳ್ವುಂದಿತ್” ಮಟಲ್ಲ್ಯಾ ದೆವಾನ್ ಜೆಜು ಕ್ರಿಸ್ತಾಚ್ಯಾ ತೊಂಡಾ ವರ್ತಿ ಹೊಳ್ವುತಲ್ಯಾ ದೆವಾಚ್ಯಾ ಮಹಿಮೆಚಿ ವಳಕ್ ಅಮ್ಕಾ ಗಾವುಕ್ ಸಾಟ್ನಿ, ಅಪ್ನಾಚೊ ಉಜ್ವೊಡ್ ಅಮ್ಚ್ಯಾ ಮನಾತ್ನಿ ಫಾಕಿ ಸರ್ಕೊ ಕರ್ಲ್ಯಾನಾಯ್.