2 Corinthians 4:7 — Compare Translations
7 translations compared side by side
Odia - 1840
"ଆମ୍ଭେ ପରମେଶ୍ବରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କବଳେ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ୟ୍ଯ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ବରଙ୍କର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମହାଶକ୍ତି ଯେ ଈଶ୍ଵରଙ୍କର, ପୁଣି ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମେ କେବଳ ଆମର ସାଧାରଣ ମାଟି ପାତ୍ରରେ ଏହି ସ୍ୱର୍ଗୀୟ ସମ୍ପଦ ପାଇଛୁ। ଏଥିରୁ ପ୍ରମାଣତ ହୋଇଛି ଯେ, ଏପରି ଅଳୌକିକ ଶକ୍ତି ଆମର ନୁହେଁ, ମାତ୍ର ଈଶ୍ୱରଙ୍କର।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପରମେଶ୍ୱରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କେବଳ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ଯ୍ୟ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ୱରଙ୍କର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಶೆ, ಸಾಂಗುಕ್ ಹೊಯ್ನಾ ತಸ್ಲಿ ಪದ್ವಿ ಅಮ್ಚ್ಯಾತ್ನಾ ನ್ಹಯ್, ದೆವಾಕ್ನಾ ಯೆತಾ ಮನುನ್ ದಾಕ್ವುನ್ ದಿವ್ಸಾಟಿ ಹೆ ಬದಿಕ್ ಅಮಿ ಮಾಟಿಚ್ಯಾ ಆಯ್ದಾನಾತ್ನಿ ವಾವುನ್ ಘೆವ್ನ್ ಹಾಂವ್.