2 Corinthians 4:8 — Compare Translations
7 translations compared side by side
Odia - 1840
"ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ଯା ଆମକୁ ଚାପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନକେ ସମୟରେ କ'ଣ କରିବାକୁ ହବେ ତାହା ଆମ୍ଭେ ଜାଣି ପାରୁନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ସବୁ ପ୍ରକାର କ୍ଳେଶ ଭୋଗ କରିଛୁ, କିନ୍ତୁ ଭାଙ୍ଗିପଡ଼ି ନାହୁଁ। ସମୟେ ସମୟେ ବିଚଳିତ ହୋଇ ପଡ଼ିଛୁ କିନ୍ତୁ ହତାଶ ହୋଇ ନାହୁଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ୟା ଆମକୁ ଗ୍ଭପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନେକ ସମୟରେ କ’ଣ କରିବାକୁ ହେବ ତାହା ଆମ୍ଭେ ଜାଣି ପାରୁ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರ್ ಎಕ್ ರಿತಿನ್ ಅಮಿ ಕಸ್ಟ್ ಖಾತಾವ್, ಜಾಲ್ಯಾರ್ಬಿ ಅಮಿ ಕಂಗಾಲ್ ಹೊಯ್ನಾವ್. ವಾಟ್ ಗಾವಿನಸ್ತಾನಾ ಕಾಳ್ಕಾತ್ ಶಿರಕ್ತಾವ್, ಜಾಲ್ಯಾರ್ ಬಿ ಅಮಿ ಭಿಂಯ್ನಾವ್.