2 Corinthians 4:9 — Compare Translations

7 translations compared side by side

Odia - 1840
"ଆମ୍ଭେ ନିର୍ୟାତିତ ହେଉଛୁ, କିନ୍ତୁ ପରମେଶ୍ବର ଆମ୍ଭକୁ ଛାଡ଼ି ଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହାଇେ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ନିର୍ଯ୍ୟତାତିତ ହୋଇଛୁ, କିନ୍ତୁ ଈଶ୍ୱର ଆମକୁ କେବେ ପରିତ୍ୟାଗ କରି ନାହାନ୍ତି। ଅନେକ ସମୟରେ ଆମେ ଆଘାତ ପାଇଛୁ, କିନ୍ତୁ ଧ୍ୱଂସ ହୋଇଯାଇ ନାହୁଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ନିର୍ଯ୍ୟାତିତ ହେଉଛୁ, କିନ୍ତୁ ପରମେଶ୍ୱର ଆମ୍ଭକୁ ଛାଡ଼ିଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହୋଇ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;
Odia IRV 2017 (ଓଡିଆ ବାଇବେଲ)
ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತರಾಸ್ ಸೊಸ್ತಾವ್, ಜಾಲ್ಯಾರ್ ಬಿ ಎಕ್ಲ್ಯಾಕುಚ್ ಸೊಡಲ್ಲ್ಯಾ ಸಾರ್ಕೆ ಅಮಿ ಹೊವ್ಕನಾವ್; ಲೈಂದಾ ಅಮ್ಕಾ ಲೈ ತರಾಸಾತ್ ಟಾಕುನ್ ಹೊತಾ, ಜಾಲ್ಯಾರ್ ಬಿ ಅಮಿ ನಾಸ್ ಹೊವ್ಕನಾವ್.