2 Corinthians 5:10 — Compare Translations

7 translations compared side by side

Odia - 1840
"ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ଵାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ପ୍ରକାଶିତ ହେବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଆମ ସମସ୍ତଙ୍କୁ ତାଙ୍କ ଦ୍ୱାର ବିଚାରିତ ହେବା ପାଇଁ ନିଶ୍ଚୟ ଖ୍ରୀଷ୍ଟଙ୍କ ସମ୍ମଖରେ ଉପସ୍ଥିତ ହେବାକୁ ପଡ଼ିବ। ସେତେବେଳେ ମର ଶରୀରରେ ଆମେ କରିଥିବା ଭଲ ବା ମନ୍ଦ, ସକଳ କର୍ମ ଅନୁସାରେ ଆମେ ଫଳ ପାଇବା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତେ ବିଗ୍ଭରିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କର ନ୍ୟାୟାସନ ଆଗରେ ଅବଶ୍ୟ ଠିଆ ହେବୁ। ଆମ୍ଭମାନଙ୍କ ଭିତରୁ ପ୍ରତ୍ୟେକ, ଏହି ପାର୍ଥିବ ଶରୀର ଧାରଣ କରିଥିଲାବେଳେ ଯାହାକିଛି ଭଲ ବା ମନ୍ଦ କରିଛୁ, ତା’ ପାଇଁ ପ୍ରତିଦାନ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಂಗಾಚ್ಯಾ ಜಿವನಾತ್ ಕರಲ್ಲ್ಯಾ ಬರ್‍ಯಾ ನಾಹೊಲ್ಲ್ಯಾರ್ ಝುಟ್ಯಾ ಕಾಮಾಂಚೊ ಪ್ರತಿಫಳ್ ಅಪ್ನಾಕ್ ಗಾವುಸಾಟಿ ಹರಿ ಎಕ್ಲ್ಯಾನ್ ದೆವಾಚ್ಯಾ ಸಿವಾಸನಾಚ್ಯಾ ಇದ್ರಾಕ್ ಇಚಾರ್ನಿಕ್ ಇಬೆ ರ್‍ಹಾತಲೆ ಪಡ್ತಾ.