2 Corinthians 5:11 — Compare Translations

7 translations compared side by side

Odia - 1840
"ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ'ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ଯ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉଁ। ପରମେଶ୍ବର ଜାଣନ୍ତି ଯେ, ଆମ୍ଭେ ପ୍ରକୃତ ରେ କ'ଣ ଓ ମୁଁ ଆଶା କରେ, ତୁମ୍ଭେ ମଧ୍ଯ ଆମ୍ଭର ପ୍ରକୃତ ପରିଚୟ ପାଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କୁ କରିବା ଅର୍ଥ କଅଣ, ଆମେ ଜାଣିଛୁ ଏବଂ କରିବା ପାଇଁ ଆମେ ସମସ୍ତଙ୍କୁ ପ୍ରବର୍ତ୍ତାଉଛୁ। ଈଶ୍ୱର ଆମ ସମସ୍ତଙ୍କୁ ଭଲ ଭାବରେ ଜାଣନ୍ତି। ମୁଁ ଆଶା କରୁଛି, ତୁମ୍ଭମାନେ ମୋତେ ଭଲ ଭାବରେ ଜାଣ।
Odia Bible ERV 2004 (ପବିତ୍ର ବାଇବଲ)
ପରୋପକାରୀ ଲୋକେ ପରମେଶ୍ୱରଙ୍କ ମିତ୍ର ହୁଅନ୍ତି ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ’ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ୟ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉ। ପରମେଶ୍ୱର ଜାଣନ୍ତି ଯେ, ଆମ୍ଭେ ପ୍ରକୃତରେ କ’ଣ ଓ ମୁଁ ଆଶାକରେ, ତୁମ୍ଭେ ମଧ୍ୟ ଆମ୍ଭର ପ୍ରକୃତ ପରିଚୟ ପାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚೆ ಭಿಂಯೆ ಮಟ್ಲ್ಯಾರ್ ಕಾಯ್ ಮನುನ್ ವಳ್ಕುನ್ ಘೆವ್ನ್; ಹೆಚ್ಯಾ ವಿಶಯಾತ್ ದುಸ್ರ್ಯಾಕ್ನಿ ಸಮ್ಜುನ್ ಸಾಂಗುಕ್ ಖಟ್ಪಟ್ ಕರ್ತಾಂವ್, ದೆವಾಕ್ ಅಮ್ಚಿ ಪುರಾ ವಳಕ್ ಹಾಯ್ ಅನಿ ಅಮಿ ಕಸ್ಲೆ ಮನ್ತಲಿ ಸಮ್ಜನ್ ತುಮ್ಚ್ಯಾಬಿ ಭುತ್ತುರ್‍ಲ್ಯಾ ಮನಾತ್ನಿ ತುಮ್ಕಾ ಗಾವ್ಲಾ ಮನುನ್ ಅಮ್ಚೊ ಬರೊಸೊ.