2 Corinthians 5:14 — Compare Translations

7 translations compared side by side

Odia - 1840
"ଯଦି ଆମ୍ଭେ ଠିକ୍ ମନ ରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ ରମେ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ପ୍ରେମ ଦ୍ୱାରା ଆମେ ପରିଚାଳିତ। ଆମେ ବୁଝିଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁବରଣ କରି ଥିବାରୁ ସମସ୍ତେ ସେହି ମୃତ୍ୟୁର ଅଂଶୀ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
Odia IRV 2017 (ଓଡିଆ ବାଇବେଲ)
କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಚ್ಯಾ ಪ್ರೆಮಾನ್ ಅಮ್ಕಾ ಯಾಂಗ್ ಮಾರುನ್ ಧರಲ್ಲೆ ಹಾಯ್. ಸಗ್ಳ್ಯಾ ಲೊಕಾಂಚ್ಯಾಸಾಟಿ ಎಕ್ಲೊ ಮರ್ಲೊ ಮನುನ್ ಹೊಲ್ಯಾರ್, ಸಗ್ಳೆ ಜಾನಾ ಮರ್ಲ್ಯಾತ್ ಮನುನ್ ಹೊಲೆ.