2 Corinthians 5:15 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ଯ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସମାନେେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ୟିଏ ମରି ଯାଇଥିଲେ ଓ ପୁନର୍ବାର ସମାନଙ୍କେ ପାଇଁ ଉଥିତ ହେଲେ, ସହେି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସମସ୍ତଙ୍କ ପାଇଁ ମୃତ୍ୟବରଣ କରି ଥିବାରୁ ଯେଉଁମାନେ ଜୀବିତ ଅଛନ୍ତି, ସେମାନେ ଆଉ ନିଜ ପାଇଁ ଜୀବନଧାରଣ ନ କରି ତାଙ୍କ ପାଇଁ ବଞ୍ôଚବେ, କାରଣ କେବଳ ସେମାନଙ୍କ ପାଇଁ ସେ ମରି ପୁନର୍ଜୀବିତ ହୋଇ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ୟ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସେମାନେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ଯିଏ ମରି ଯାଇଥିଲେ ଓ ପୁନର୍ବାର ସେମାନଙ୍କ ପାଇଁ ଉତ୍ଥିତ ହେଲେ, ସେହି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಿವನ್ ಕರ್ತಲ್ಯಾನಿ ಹೆಚ್ಯಾ ಫಿಡೆ ಅಪ್ನಾಚ್ಯಾಸಾಟ್ನಿ ಜಿವನ್ ಕರುಚೆ ನ್ಹಯ್, ಖರೆ ಅಪ್ನಾಸಾಟ್ನಿ ಜೊ ಕೊನ್ ಮರ್ಲೊ ಅನಿ ಮಾನಾ ಝಿತ್ತೊ ಹೊಲೊ ತೆಚೆಸಾಟ್ನಿ ಜಿವನ್ ಕರುಕ್ ಪಾಜೆ ಮನುನ್ ತೊ ಸಗ್ಳ್ಯಾಂಚ್ಯಾಸಾಟ್ನಿ ಮರ್ಲೊ.